Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 90

ଗୀତସଂହିତା 90:3-4

Help us?
Click on verse(s) to share them!
3ତୁମ୍ଭେ ମର୍ତ୍ତ୍ୟକୁ ଧୂଳିରେ ଲୀନ କରୁଅଛ। ପୁଣି, କହୁଅଛ, “ହେ ମନୁଷ୍ୟ-ସନ୍ତାନଗଣ, ଫେର।”
4କାରଣ ତୁମ୍ଭ ଦୃଷ୍ଟିରେ ସହସ୍ର ବର୍ଷ ଗତ କାଲିର ତୁଲ୍ୟ ଓ ରାତ୍ରିର ଏକ ପ୍ରହରର ସମାନ।

Read ଗୀତସଂହିତା 90ଗୀତସଂହିତା 90
Compare ଗୀତସଂହିତା 90:3-4ଗୀତସଂହିତା 90:3-4