Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 90

ଗୀତସଂହିତା 90:3-5

Help us?
Click on verse(s) to share them!
3ତୁମ୍ଭେ ମର୍ତ୍ତ୍ୟକୁ ଧୂଳିରେ ଲୀନ କରୁଅଛ। ପୁଣି, କହୁଅଛ, “ହେ ମନୁଷ୍ୟ-ସନ୍ତାନଗଣ, ଫେର।”
4କାରଣ ତୁମ୍ଭ ଦୃଷ୍ଟିରେ ସହସ୍ର ବର୍ଷ ଗତ କାଲିର ତୁଲ୍ୟ ଓ ରାତ୍ରିର ଏକ ପ୍ରହରର ସମାନ।
5ଯେପରି ପ୍ଲାବନରେ, ସେପରି ତୁମ୍ଭେ ସେମାନଙ୍କୁ ଭସାଇ ନେଉଅଛ; ସେମାନେ ସ୍ୱପ୍ନ ତୁଲ୍ୟ। ପ୍ରାତଃକାଳରେ ସେମାନେ ବଢ଼ନ୍ତା ତୃଣ ତୁଲ୍ୟ।

Read ଗୀତସଂହିତା 90ଗୀତସଂହିତା 90
Compare ଗୀତସଂହିତା 90:3-5ଗୀତସଂହିତା 90:3-5