Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 90

ଗୀତସଂହିତା 90:4-7

Help us?
Click on verse(s) to share them!
4କାରଣ ତୁମ୍ଭ ଦୃଷ୍ଟିରେ ସହସ୍ର ବର୍ଷ ଗତ କାଲିର ତୁଲ୍ୟ ଓ ରାତ୍ରିର ଏକ ପ୍ରହରର ସମାନ।
5ଯେପରି ପ୍ଲାବନରେ, ସେପରି ତୁମ୍ଭେ ସେମାନଙ୍କୁ ଭସାଇ ନେଉଅଛ; ସେମାନେ ସ୍ୱପ୍ନ ତୁଲ୍ୟ। ପ୍ରାତଃକାଳରେ ସେମାନେ ବଢ଼ନ୍ତା ତୃଣ ତୁଲ୍ୟ।
6ପ୍ରାତଃକାଳରେ ତାହା ସତେଜ ହୋଇ ବଢ଼ଇ; ସନ୍ଧ୍ୟାକାଳରେ ତାହା କଟା ଯାଇ ଶୁଖଇ।
7କାରଣ ତୁମ୍ଭ କ୍ରୋଧରେ ଆମ୍ଭେମାନେ କ୍ଷୟ ପାଉ, ପୁଣି, ତୁମ୍ଭ କୋପରେ ଆମ୍ଭେମାନେ ବ୍ୟସ୍ତ ହେଉ।

Read ଗୀତସଂହିତା 90ଗୀତସଂହିତା 90
Compare ଗୀତସଂହିତା 90:4-7ଗୀତସଂହିତା 90:4-7