Text copied!
Bibles in Odia

ଗୀତସଂହିତା 90:4-7 in Odia

Help us?

ଗୀତସଂହିତା 90:4-7 in ଓଡିଆ ବାଇବେଲ

4 କାରଣ ତୁମ୍ଭ ଦୃଷ୍ଟିରେ ସହସ୍ର ବର୍ଷ ଗତ କାଲିର ତୁଲ୍ୟ ଓ ରାତ୍ରିର ଏକ ପ୍ରହରର ସମାନ।
5 ଯେପରି ପ୍ଲାବନରେ, ସେପରି ତୁମ୍ଭେ ସେମାନଙ୍କୁ ଭସାଇ ନେଉଅଛ; ସେମାନେ ସ୍ୱପ୍ନ ତୁଲ୍ୟ। ପ୍ରାତଃକାଳରେ ସେମାନେ ବଢ଼ନ୍ତା ତୃଣ ତୁଲ୍ୟ।
6 ପ୍ରାତଃକାଳରେ ତାହା ସତେଜ ହୋଇ ବଢ଼ଇ; ସନ୍ଧ୍ୟାକାଳରେ ତାହା କଟା ଯାଇ ଶୁଖଇ।
7 କାରଣ ତୁମ୍ଭ କ୍ରୋଧରେ ଆମ୍ଭେମାନେ କ୍ଷୟ ପାଉ, ପୁଣି, ତୁମ୍ଭ କୋପରେ ଆମ୍ଭେମାନେ ବ୍ୟସ୍ତ ହେଉ।
ଗୀତସଂହିତା 90 in ଓଡିଆ ବାଇବେଲ