Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 90

ଗୀତସଂହିତା 90:9-10

Help us?
Click on verse(s) to share them!
9କାରଣ ଆମ୍ଭମାନଙ୍କର ସକଳ ଦିନ ତୁମ୍ଭ କୋପରେ ବହିଯାଏ; କଥିତ କାହାଣୀ ପରି ଆମ୍ଭେମାନେ ଆପଣା ଆପଣା ବର୍ଷ ସମାପ୍ତ କରୁଥାଉ।
10ଆମ୍ଭମାନଙ୍କ ଆୟୁର ପରିମାଣ ସତୁରି ବର୍ଷ, ଅବା ବଳ ସକାଶୁ ଅଶୀ ବର୍ଷ ହୁଏ; ତଥାପି ତହିଁର ବଳ ଓ ପରିଶ୍ରମ ଦୁଃଖ ମାତ୍ର; କାରଣ ତାହା ଶୀଘ୍ର ବହିଯାଏ ଓ ଆମ୍ଭେମାନେ ଉଡ଼ିଯାଉ।

Read ଗୀତସଂହିତା 90ଗୀତସଂହିତା 90
Compare ଗୀତସଂହିତା 90:9-10ଗୀତସଂହିତା 90:9-10