Text copied!
Bibles in Odia

ଗୀତସଂହିତା 90:9-10 in Odia

Help us?

ଗୀତସଂହିତା 90:9-10 in ଓଡିଆ ବାଇବେଲ

9 କାରଣ ଆମ୍ଭମାନଙ୍କର ସକଳ ଦିନ ତୁମ୍ଭ କୋପରେ ବହିଯାଏ; କଥିତ କାହାଣୀ ପରି ଆମ୍ଭେମାନେ ଆପଣା ଆପଣା ବର୍ଷ ସମାପ୍ତ କରୁଥାଉ।
10 ଆମ୍ଭମାନଙ୍କ ଆୟୁର ପରିମାଣ ସତୁରି ବର୍ଷ, ଅବା ବଳ ସକାଶୁ ଅଶୀ ବର୍ଷ ହୁଏ; ତଥାପି ତହିଁର ବଳ ଓ ପରିଶ୍ରମ ଦୁଃଖ ମାତ୍ର; କାରଣ ତାହା ଶୀଘ୍ର ବହିଯାଏ ଓ ଆମ୍ଭେମାନେ ଉଡ଼ିଯାଉ।
ଗୀତସଂହିତା 90 in ଓଡିଆ ବାଇବେଲ