Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 91

ଗୀତସଂହିତା 91:12-14

Help us?
Click on verse(s) to share them!
12ତୁମ୍ଭ ଚରଣ ଯେପରି ପଥରରେ ନ ବାଜିବ, ଏଥିପାଇଁ ସେମାନେ ସ୍ୱହସ୍ତରେ ତୁମ୍ଭକୁ ବହିବେ।
13ତୁମ୍ଭେ ସିଂହ ଓ କାଳସର୍ପ ଉପରେ ଚାଲିବ; ତୁମ୍ଭେ ଯୁବା ସିଂହ ଓ ସର୍ପକୁ ପାଦ ତଳେ ଦଳିବ।
14ସେ ଆମ୍ଭ ଉପରେ ଆପଣା ସ୍ନେହ ରଖିଅଛି, ଏହେତୁ ଆମ୍ଭେ ତାହାକୁ ଉଦ୍ଧାର କରିବା; ସେ ଆମ୍ଭ ନାମ ଜାଣିଅଛି, ଏହେତୁ ଆମ୍ଭେ ତାହାକୁ ଉଚ୍ଚରେ ରଖିବା।

Read ଗୀତସଂହିତା 91ଗୀତସଂହିତା 91
Compare ଗୀତସଂହିତା 91:12-14ଗୀତସଂହିତା 91:12-14