Text copied!
Bibles in Odia

ଗୀତସଂହିତା 91:12-14 in Odia

Help us?

ଗୀତସଂହିତା 91:12-14 in ଓଡିଆ ବାଇବେଲ

12 ତୁମ୍ଭ ଚରଣ ଯେପରି ପଥରରେ ନ ବାଜିବ, ଏଥିପାଇଁ ସେମାନେ ସ୍ୱହସ୍ତରେ ତୁମ୍ଭକୁ ବହିବେ।
13 ତୁମ୍ଭେ ସିଂହ ଓ କାଳସର୍ପ ଉପରେ ଚାଲିବ; ତୁମ୍ଭେ ଯୁବା ସିଂହ ଓ ସର୍ପକୁ ପାଦ ତଳେ ଦଳିବ।
14 ସେ ଆମ୍ଭ ଉପରେ ଆପଣା ସ୍ନେହ ରଖିଅଛି, ଏହେତୁ ଆମ୍ଭେ ତାହାକୁ ଉଦ୍ଧାର କରିବା; ସେ ଆମ୍ଭ ନାମ ଜାଣିଅଛି, ଏହେତୁ ଆମ୍ଭେ ତାହାକୁ ଉଚ୍ଚରେ ରଖିବା।
ଗୀତସଂହିତା 91 in ଓଡିଆ ବାଇବେଲ