Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 91

ଗୀତସଂହିତା 91:14-16

Help us?
Click on verse(s) to share them!
14ସେ ଆମ୍ଭ ଉପରେ ଆପଣା ସ୍ନେହ ରଖିଅଛି, ଏହେତୁ ଆମ୍ଭେ ତାହାକୁ ଉଦ୍ଧାର କରିବା; ସେ ଆମ୍ଭ ନାମ ଜାଣିଅଛି, ଏହେତୁ ଆମ୍ଭେ ତାହାକୁ ଉଚ୍ଚରେ ରଖିବା।
15ସେ ଆମ୍ଭ ନିକଟରେ ପ୍ରାର୍ଥନା କଲେ, ଆମ୍ଭେ ତାହାକୁ ଉତ୍ତର ଦେବା; ଦୁଃଖ ବେଳେ ଆମ୍ଭେ ତାହାର ସହବର୍ତ୍ତୀ ହେବା; ଆମ୍ଭେ ତାହାକୁ ରକ୍ଷା କରିବା ଓ ତାହାକୁ ସମ୍ଭ୍ରମ କରିବା।
16ଆମ୍ଭେ ଦୀର୍ଘାୟୁ ଦେଇ ତାହାକୁ ତୃପ୍ତ କରିବା ଓ ଆମ୍ଭର ପରିତ୍ରାଣ ତାହାକୁ ଦେଖାଇବା।

Read ଗୀତସଂହିତା 91ଗୀତସଂହିତା 91
Compare ଗୀତସଂହିତା 91:14-16ଗୀତସଂହିତା 91:14-16