Text copied!
Bibles in Odia

ଗୀତସଂହିତା 91:14-16 in Odia

Help us?

ଗୀତସଂହିତା 91:14-16 in ଓଡିଆ ବାଇବେଲ

14 ସେ ଆମ୍ଭ ଉପରେ ଆପଣା ସ୍ନେହ ରଖିଅଛି, ଏହେତୁ ଆମ୍ଭେ ତାହାକୁ ଉଦ୍ଧାର କରିବା; ସେ ଆମ୍ଭ ନାମ ଜାଣିଅଛି, ଏହେତୁ ଆମ୍ଭେ ତାହାକୁ ଉଚ୍ଚରେ ରଖିବା।
15 ସେ ଆମ୍ଭ ନିକଟରେ ପ୍ରାର୍ଥନା କଲେ, ଆମ୍ଭେ ତାହାକୁ ଉତ୍ତର ଦେବା; ଦୁଃଖ ବେଳେ ଆମ୍ଭେ ତାହାର ସହବର୍ତ୍ତୀ ହେବା; ଆମ୍ଭେ ତାହାକୁ ରକ୍ଷା କରିବା ଓ ତାହାକୁ ସମ୍ଭ୍ରମ କରିବା।
16 ଆମ୍ଭେ ଦୀର୍ଘାୟୁ ଦେଇ ତାହାକୁ ତୃପ୍ତ କରିବା ଓ ଆମ୍ଭର ପରିତ୍ରାଣ ତାହାକୁ ଦେଖାଇବା।
ଗୀତସଂହିତା 91 in ଓଡିଆ ବାଇବେଲ