Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 91

ଗୀତସଂହିତା 91:2-4

Help us?
Click on verse(s) to share them!
2ମୁଁ ସଦାପ୍ରଭୁଙ୍କ ବିଷୟରେ କହିବି, “ସେ ମୋହର ଆଶ୍ରୟ ଓ ମୋହର ଦୁର୍ଗ; ମୋହର ପରମେଶ୍ୱର, ମୁଁ ତାହାଙ୍କଠାରେ ନିର୍ଭର ରଖେ।”
3କାରଣ ସେ ତୁମ୍ଭକୁ ବ୍ୟାଧର ଫାନ୍ଦରୁ ଓ ସର୍ବନାଶକ ମହାମାରୀରୁ ରକ୍ଷା କରିବେ।
4ସେ ଆପଣା ପକ୍ଷରେ ତୁମ୍ଭକୁ ଆବୋରିବେ ଓ ତାହାଙ୍କ ଡେଣା ତଳେ ତୁମ୍ଭେ ଆଶ୍ରୟ ନେବ; ତାହାଙ୍କ ସତ୍ୟତା ଢାଲ ଓ ଫଳକ ସ୍ୱରୂପ ଅଟେ।

Read ଗୀତସଂହିତା 91ଗୀତସଂହିତା 91
Compare ଗୀତସଂହିତା 91:2-4ଗୀତସଂହିତା 91:2-4