Text copied!
Bibles in Odia

ଗୀତସଂହିତା 91:2-4 in Odia

Help us?

ଗୀତସଂହିତା 91:2-4 in ଓଡିଆ ବାଇବେଲ

2 ମୁଁ ସଦାପ୍ରଭୁଙ୍କ ବିଷୟରେ କହିବି, “ସେ ମୋହର ଆଶ୍ରୟ ଓ ମୋହର ଦୁର୍ଗ; ମୋହର ପରମେଶ୍ୱର, ମୁଁ ତାହାଙ୍କଠାରେ ନିର୍ଭର ରଖେ।”
3 କାରଣ ସେ ତୁମ୍ଭକୁ ବ୍ୟାଧର ଫାନ୍ଦରୁ ଓ ସର୍ବନାଶକ ମହାମାରୀରୁ ରକ୍ଷା କରିବେ।
4 ସେ ଆପଣା ପକ୍ଷରେ ତୁମ୍ଭକୁ ଆବୋରିବେ ଓ ତାହାଙ୍କ ଡେଣା ତଳେ ତୁମ୍ଭେ ଆଶ୍ରୟ ନେବ; ତାହାଙ୍କ ସତ୍ୟତା ଢାଲ ଓ ଫଳକ ସ୍ୱରୂପ ଅଟେ।
ଗୀତସଂହିତା 91 in ଓଡିଆ ବାଇବେଲ