Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 92

ଗୀତସଂହିତା 92:11-13

Help us?
Click on verse(s) to share them!
11ମୋ’ ଶତ୍ରୁଗଣ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି, ମୋ’ ବିରୁଦ୍ଧରେ ଉଠିବା କୁକର୍ମକାରୀମାନଙ୍କ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର କର୍ଣ୍ଣ ଶୁଣିଅଛି।
12ଧାର୍ମିକ ଲୋକ ତାଳ ବୃକ୍ଷ ପରି ବର୍ଦ୍ଧିଷ୍ଣୁ ହେବ; ସେ ଲିବାନୋନରେ ଏରସ ବୃକ୍ଷ ତୁଲ୍ୟ ବୃଦ୍ଧି ପାଇବ।
13ଯେଉଁମାନେ ସଦାପ୍ରଭୁଙ୍କ ଗୃହରେ ରୋପିତ ହୁଅନ୍ତି, ସେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରାଙ୍ଗଣରେ ବର୍ଦ୍ଧିଷ୍ଣୁ ହେବେ।

Read ଗୀତସଂହିତା 92ଗୀତସଂହିତା 92
Compare ଗୀତସଂହିତା 92:11-13ଗୀତସଂହିତା 92:11-13