Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 92

ଗୀତସଂହିତା 92:12-14

Help us?
Click on verse(s) to share them!
12ଧାର୍ମିକ ଲୋକ ତାଳ ବୃକ୍ଷ ପରି ବର୍ଦ୍ଧିଷ୍ଣୁ ହେବ; ସେ ଲିବାନୋନରେ ଏରସ ବୃକ୍ଷ ତୁଲ୍ୟ ବୃଦ୍ଧି ପାଇବ।
13ଯେଉଁମାନେ ସଦାପ୍ରଭୁଙ୍କ ଗୃହରେ ରୋପିତ ହୁଅନ୍ତି, ସେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରାଙ୍ଗଣରେ ବର୍ଦ୍ଧିଷ୍ଣୁ ହେବେ।
14ସେମାନେ ବୃଦ୍ଧ ବୟସରେ ହେଁ ଫଳ ଉତ୍ପନ୍ନ କରିବେ; ସେମାନେ ରସ ଓ ତେଜରେ ପୂର୍ଣ୍ଣ ହେବେ;

Read ଗୀତସଂହିତା 92ଗୀତସଂହିତା 92
Compare ଗୀତସଂହିତା 92:12-14ଗୀତସଂହିତା 92:12-14