Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 92

ଗୀତସଂହିତା 92:9-10

Help us?
Click on verse(s) to share them!
9କାରଣ ହେ ସଦାପ୍ରଭୁ, ଦେଖ, ତୁମ୍ଭ ଶତ୍ରୁଗଣ, ଦେଖ, ତୁମ୍ଭର ଶତ୍ରୁଗଣ ବିନଷ୍ଟ ହେବେ; ଅଧର୍ମାଚାରୀ ସମସ୍ତେ ଚ୍ଛିନ୍ନଭିନ୍ନ ହେବେ।
10ମାତ୍ର ତୁମ୍ଭେ ଅରଣା ଷଣ୍ଢର ଶୃଙ୍ଗ ପରି ମୋହର ଶୃଙ୍ଗ ଉନ୍ନତ କରିଅଛ; ମୁଁ ନୂତନ ତୈଳରେ ଅଭିଷିକ୍ତ ହୋଇଅଛି।

Read ଗୀତସଂହିତା 92ଗୀତସଂହିତା 92
Compare ଗୀତସଂହିତା 92:9-10ଗୀତସଂହିତା 92:9-10