Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 93

ଗୀତସଂହିତା 93:1-4

Help us?
Click on verse(s) to share them!
1ସଦାପ୍ରଭୁ ରାଜ୍ୟ କରନ୍ତି; ସେ ମହିମାରେ ବସ୍ତ୍ରାନ୍ୱିତ; ସଦାପ୍ରଭୁ ବସ୍ତ୍ରାନ୍ୱିତ ହୋଇ ବଳରେ ଆପଣା କଟି ବାନ୍ଧି ଅଛନ୍ତି; ଜଗତ ମଧ୍ୟ ଏପରି ସ୍ଥାପିତ ଯେ, ତାହା ବିଚଳିତ ହୋଇ ନ ପାରେ।
2ତୁମ୍ଭ ସିଂହାସନ ପୂର୍ବଠାରୁ ସ୍ଥାପିତ; ତୁମ୍ଭେ ଅନାଦି କାଳରୁ ବିଦ୍ୟମାନ।
3ହେ ସଦାପ୍ରଭୁ, ନଦୀସକଳ ବଢ଼ି ଉଠିଅଛନ୍ତି, ନଦୀସବୁ ଆପଣା ଆପଣା ଧ୍ୱନି ଉଠାଇ ଅଛନ୍ତି; ନଦୀସବୁ ଆପଣା ଆପଣା ତରଙ୍ଗ ଉଠାନ୍ତି।
4ଜଳରାଶିର ଧ୍ୱନି ଓ ସମୁଦ୍ରର ପ୍ରବଳ ତରଙ୍ଗ ଅପେକ୍ଷା ଊର୍ଦ୍ଧ୍ୱସ୍ଥ ସଦାପ୍ରଭୁ ବଳବାନ।

Read ଗୀତସଂହିତା 93ଗୀତସଂହିତା 93
Compare ଗୀତସଂହିତା 93:1-4ଗୀତସଂହିତା 93:1-4