Text copied!
Bibles in Odia

ଗୀତସଂହିତା 93:2-4 in Odia

Help us?

ଗୀତସଂହିତା 93:2-4 in ଓଡିଆ ବାଇବେଲ

2 ତୁମ୍ଭ ସିଂହାସନ ପୂର୍ବଠାରୁ ସ୍ଥାପିତ; ତୁମ୍ଭେ ଅନାଦି କାଳରୁ ବିଦ୍ୟମାନ।
3 ହେ ସଦାପ୍ରଭୁ, ନଦୀସକଳ ବଢ଼ି ଉଠିଅଛନ୍ତି, ନଦୀସବୁ ଆପଣା ଆପଣା ଧ୍ୱନି ଉଠାଇ ଅଛନ୍ତି; ନଦୀସବୁ ଆପଣା ଆପଣା ତରଙ୍ଗ ଉଠାନ୍ତି।
4 ଜଳରାଶିର ଧ୍ୱନି ଓ ସମୁଦ୍ରର ପ୍ରବଳ ତରଙ୍ଗ ଅପେକ୍ଷା ଊର୍ଦ୍ଧ୍ୱସ୍ଥ ସଦାପ୍ରଭୁ ବଳବାନ।
ଗୀତସଂହିତା 93 in ଓଡିଆ ବାଇବେଲ