Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 94

ଗୀତସଂହିତା 94:12-14

Help us?
Click on verse(s) to share them!
12ହେ ସଦାପ୍ରଭୁ, ଦୁଷ୍ଟ ନିମନ୍ତେ ଗର୍ତ୍ତ ଖୋଳା ହେବା ପର୍ଯ୍ୟନ୍ତ ବିପଦ କାଳରୁ ବିଶ୍ରାମ ଦେବା ନିମନ୍ତେ,
13ତୁମ୍ଭେ ଯାହାକୁ ଶାସନ କର ଓ ଆପଣା ବ୍ୟବସ୍ଥାରୁ ଶିକ୍ଷା ଦିଅ, ସେ ଲୋକ ଧନ୍ୟ।
14କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ଦୂର କରିବେ ନାହିଁ, କିଅବା ଆପଣା ଅଧିକାର ପରିତ୍ୟାଗ କରିବେ ନାହିଁ।

Read ଗୀତସଂହିତା 94ଗୀତସଂହିତା 94
Compare ଗୀତସଂହିତା 94:12-14ଗୀତସଂହିତା 94:12-14