Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 94

ଗୀତସଂହିତା 94:14-15

Help us?
Click on verse(s) to share them!
14କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ଦୂର କରିବେ ନାହିଁ, କିଅବା ଆପଣା ଅଧିକାର ପରିତ୍ୟାଗ କରିବେ ନାହିଁ।
15ଯେହେତୁ ଶାସନ ଧର୍ମ ପକ୍ଷରେ ବାହୁଡ଼ିବ; ପୁଣି, ସରଳାନ୍ତଃକରଣ ଲୋକସମସ୍ତେ ତହିଁର ଅନୁଗାମୀ ହେବେ।

Read ଗୀତସଂହିତା 94ଗୀତସଂହିତା 94
Compare ଗୀତସଂହିତା 94:14-15ଗୀତସଂହିତା 94:14-15