Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 94

ଗୀତସଂହିତା 94:15-16

Help us?
Click on verse(s) to share them!
15ଯେହେତୁ ଶାସନ ଧର୍ମ ପକ୍ଷରେ ବାହୁଡ଼ିବ; ପୁଣି, ସରଳାନ୍ତଃକରଣ ଲୋକସମସ୍ତେ ତହିଁର ଅନୁଗାମୀ ହେବେ।
16କିଏ ମୋହର ସପକ୍ଷ ହୋଇ କୁକର୍ମକାରୀମାନଙ୍କ ବିରୁଦ୍ଧରେ ଉଠିବ ? କିଏ ମୋହର ସପକ୍ଷ ହୋଇ ଅଧର୍ମାଚାରୀମାନଙ୍କ ବିରୁଦ୍ଧରେ ଠିଆ ହେବ ?

Read ଗୀତସଂହିତା 94ଗୀତସଂହିତା 94
Compare ଗୀତସଂହିତା 94:15-16ଗୀତସଂହିତା 94:15-16