Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 94

ଗୀତସଂହିତା 94:15-17

Help us?
Click on verse(s) to share them!
15ଯେହେତୁ ଶାସନ ଧର୍ମ ପକ୍ଷରେ ବାହୁଡ଼ିବ; ପୁଣି, ସରଳାନ୍ତଃକରଣ ଲୋକସମସ୍ତେ ତହିଁର ଅନୁଗାମୀ ହେବେ।
16କିଏ ମୋହର ସପକ୍ଷ ହୋଇ କୁକର୍ମକାରୀମାନଙ୍କ ବିରୁଦ୍ଧରେ ଉଠିବ ? କିଏ ମୋହର ସପକ୍ଷ ହୋଇ ଅଧର୍ମାଚାରୀମାନଙ୍କ ବିରୁଦ୍ଧରେ ଠିଆ ହେବ ?
17ସଦାପ୍ରଭୁ ମୋହର ସହାୟ ହୋଇ ନ ଥିଲେ ମୋହର ପ୍ରାଣ ଶୀଘ୍ର ନୀରବ ସ୍ଥାନରେ ବାସ କରିଥା’ନ୍ତା।

Read ଗୀତସଂହିତା 94ଗୀତସଂହିତା 94
Compare ଗୀତସଂହିତା 94:15-17ଗୀତସଂହିତା 94:15-17