Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 94

ଗୀତସଂହିତା 94:19-23

Help us?
Click on verse(s) to share them!
19ମୋ’ ଆନ୍ତରିକ ଭାବନାର ବାହୁଲ୍ୟ ସମୟରେ ତୁମ୍ଭର ସାନ୍ତ୍ୱନାସବୁ ମୋ’ ପ୍ରାଣକୁ ଆହ୍ଲାଦିତ କରେ।
20ବିଧାନ ଦ୍ୱାରା ଉପଦ୍ରବ-ରଚନାକାରୀ ଦୁଷ୍ଟତାରୂପ ସିଂହାସନର କି ତୁମ୍ଭ ସଙ୍ଗେ ସମ୍ବନ୍ଧତା ହେବ ?
21ସେମାନେ ଧାର୍ମିକର ପ୍ରାଣ ପ୍ରତିକୂଳରେ ଦଳବଦ୍ଧ ହୁଅନ୍ତି ଓ ନିର୍ଦ୍ଦୋଷ ରକ୍ତକୁ ଦୋଷୀ କରନ୍ତି।
22ମାତ୍ର ସଦାପ୍ରଭୁ ମୋହର ଉଚ୍ଚ ଦୁର୍ଗ ଓ ମୋ’ ପରମେଶ୍ୱର ମୋହର ଆଶ୍ରୟ ଶୈଳ ହୋଇଅଛନ୍ତି।
23ପୁଣି, ସେ ଦୁଷ୍ଟତା ଲୋକମାନଙ୍କ ଅଧର୍ମ ସେମାନଙ୍କ ଉପରେ ବର୍ତ୍ତାଇ ଅଛନ୍ତି, ଆଉ ସେମାନଙ୍କ ନିଜ ଦୁଷ୍ଟତାରେ ସେମାନଙ୍କୁ ଉଚ୍ଛିନ୍ନ କରିବେ; ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ଉଚ୍ଛିନ୍ନ କରିବେ।

Read ଗୀତସଂହିତା 94ଗୀତସଂହିତା 94
Compare ଗୀତସଂହିତା 94:19-23ଗୀତସଂହିତା 94:19-23