Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 94

ଗୀତସଂହିତା 94:3-4

Help us?
Click on verse(s) to share them!
3ହେ ସଦାପ୍ରଭୁ, ଦୁଷ୍ଟମାନେ କେତେ କାଳ, ଦୁଷ୍ଟମାନେ କେତେ କାଳ ଜୟଧ୍ୱନି କରିବେ ?
4ସେମାନେ କେତେ କାଳ ଅହଙ୍କାରରେ କଥା ଉଚ୍ଚାରଣ କରି କହିବେ ? ଅଧର୍ମାଚାରୀ ସମସ୍ତେ ଦର୍ପ କରନ୍ତି।

Read ଗୀତସଂହିତା 94ଗୀତସଂହିତା 94
Compare ଗୀତସଂହିତା 94:3-4ଗୀତସଂହିତା 94:3-4