Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 94

ଗୀତସଂହିତା 94:4-6

Help us?
Click on verse(s) to share them!
4ସେମାନେ କେତେ କାଳ ଅହଙ୍କାରରେ କଥା ଉଚ୍ଚାରଣ କରି କହିବେ ? ଅଧର୍ମାଚାରୀ ସମସ୍ତେ ଦର୍ପ କରନ୍ତି।
5ହେ ସଦାପ୍ରଭୁ, ସେମାନେ ତୁମ୍ଭ ଲୋକମାନଙ୍କୁ ଚୂର୍ଣ୍ଣ କରନ୍ତି ଓ ତୁମ୍ଭ ଅଧିକାରକୁ କ୍ଳେଶ ଦିଅନ୍ତି।
6ସେମାନେ ବିଧବା, ବିଦେଶୀକୁ ବଧ କରନ୍ତି ଓ ପିତୃହୀନମାନଙ୍କୁ ହତ୍ୟା କରନ୍ତି।

Read ଗୀତସଂହିତା 94ଗୀତସଂହିତା 94
Compare ଗୀତସଂହିତା 94:4-6ଗୀତସଂହିତା 94:4-6