Text copied!
Bibles in Odia

ଗୀତସଂହିତା 94:9-12 in Odia

Help us?

ଗୀତସଂହିତା 94:9-12 in ଓଡିଆ ବାଇବେଲ

9 ଯେ କର୍ଣ୍ଣ ରୋପଣ କଲେ, ସେ କି ଶୁଣିବେ ନାହିଁ ? ଯେ ଚକ୍ଷୁ ଗଢ଼ିଲେ, ସେ କି ଦେଖିବେ ନାହିଁ ?
10 ଯେ ଗୋଷ୍ଠୀବର୍ଗକୁ ଶାସନ କରନ୍ତି, ଯେ ମନୁଷ୍ୟକୁ ଜ୍ଞାନ ଶିକ୍ଷା ଦିଅନ୍ତି, ସେ କି ଶାସ୍ତି ଦେବେ ନାହିଁ ?
11 ମନୁଷ୍ୟର କଳ୍ପନାସବୁ ଅସାର ବୋଲି ସଦାପ୍ରଭୁ ଜାଣନ୍ତି।
12 ହେ ସଦାପ୍ରଭୁ, ଦୁଷ୍ଟ ନିମନ୍ତେ ଗର୍ତ୍ତ ଖୋଳା ହେବା ପର୍ଯ୍ୟନ୍ତ ବିପଦ କାଳରୁ ବିଶ୍ରାମ ଦେବା ନିମନ୍ତେ,
ଗୀତସଂହିତା 94 in ଓଡିଆ ବାଇବେଲ