Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 94

ଗୀତସଂହିତା 94:9-13

Help us?
Click on verse(s) to share them!
9ଯେ କର୍ଣ୍ଣ ରୋପଣ କଲେ, ସେ କି ଶୁଣିବେ ନାହିଁ ? ଯେ ଚକ୍ଷୁ ଗଢ଼ିଲେ, ସେ କି ଦେଖିବେ ନାହିଁ ?
10ଯେ ଗୋଷ୍ଠୀବର୍ଗକୁ ଶାସନ କରନ୍ତି, ଯେ ମନୁଷ୍ୟକୁ ଜ୍ଞାନ ଶିକ୍ଷା ଦିଅନ୍ତି, ସେ କି ଶାସ୍ତି ଦେବେ ନାହିଁ ?
11ମନୁଷ୍ୟର କଳ୍ପନାସବୁ ଅସାର ବୋଲି ସଦାପ୍ରଭୁ ଜାଣନ୍ତି।
12ହେ ସଦାପ୍ରଭୁ, ଦୁଷ୍ଟ ନିମନ୍ତେ ଗର୍ତ୍ତ ଖୋଳା ହେବା ପର୍ଯ୍ୟନ୍ତ ବିପଦ କାଳରୁ ବିଶ୍ରାମ ଦେବା ନିମନ୍ତେ,
13ତୁମ୍ଭେ ଯାହାକୁ ଶାସନ କର ଓ ଆପଣା ବ୍ୟବସ୍ଥାରୁ ଶିକ୍ଷା ଦିଅ, ସେ ଲୋକ ଧନ୍ୟ।

Read ଗୀତସଂହିତା 94ଗୀତସଂହିତା 94
Compare ଗୀତସଂହିତା 94:9-13ଗୀତସଂହିତା 94:9-13