Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 95

ଗୀତସଂହିତା 95:4-10

Help us?
Click on verse(s) to share them!
4ପୃଥିବୀର ଗଭୀର ସ୍ଥାନସବୁ ତାହାଙ୍କ ହସ୍ତଗତ; ପର୍ବତଗଣର ଶିଖ ମଧ୍ୟ ତାହାଙ୍କର।
5ସମୁଦ୍ର ମଧ୍ୟ ତାହାଙ୍କର, ସେ ତାହା ସୃଷ୍ଟି କଲେ; ପୁଣି, ଶୁଷ୍କ ଭୂମି ତାହାଙ୍କ ହସ୍ତନିର୍ମିତ।
6ଆହେ, ଆସ, ଉବୁଡ଼ ହୋଇ ପ୍ରଣାମ କରୁ; ଆମ୍ଭମାନଙ୍କ ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କ ଛାମୁରେ ଆଣ୍ଠୁ ପାତୁ;
7କାରଣ ସେ ଆମ୍ଭମାନଙ୍କର ପରମେଶ୍ୱର, ପୁଣି, ଆମ୍ଭେମାନେ ତାହାଙ୍କ ଚରାସ୍ଥାନର ଲୋକ ଓ ତାହାଙ୍କ ହସ୍ତଗତ ମେଷ। ଆହା, ଯଦି ଆଜି ତୁମ୍ଭେମାନେ ତାହାଙ୍କ ରବ ଶୁଣନ୍ତ।
8ଯେପରି ମିରୀବାଃ ନିକଟରେ ଉତ୍ତେଜିତ ହେବା ସମୟରେ, ଯେପରି ପ୍ରାନ୍ତର ମଧ୍ୟରେ ମଃସା ନିକଟରେ ପରୀକ୍ଷା ସମୟରେ, ସେପରି ତୁମ୍ଭେମାନେ ଅନ୍ତଃକରଣ କଠିନ କର ନାହିଁ;
9ସେସମୟରେ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ଆମ୍ଭଙ୍କୁ ପରୀକ୍ଷା କଲେ, ଆମ୍ଭର ପ୍ରମାଣ ନେଲେ ଓ ଆମ୍ଭର କର୍ମ ଦେଖିଲେ।
10ଆମ୍ଭେ ଚାଳିଶ ବର୍ଷଯାଏ ସେହି ବଂଶ ପ୍ରତି ବିରକ୍ତ ଥିଲୁ, ପୁଣି କହିଲୁ, ଏହି ଲୋକମାନେ ଅନ୍ତଃକରଣରେ ଭ୍ରାନ୍ତ ଓ ସେମାନେ ଆମ୍ଭର ପଥ ଜାଣି ନାହାନ୍ତି;

Read ଗୀତସଂହିତା 95ଗୀତସଂହିତା 95
Compare ଗୀତସଂହିତା 95:4-10ଗୀତସଂହିତା 95:4-10