Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 95

ଗୀତସଂହିତା 95:7-9

Help us?
Click on verse(s) to share them!
7କାରଣ ସେ ଆମ୍ଭମାନଙ୍କର ପରମେଶ୍ୱର, ପୁଣି, ଆମ୍ଭେମାନେ ତାହାଙ୍କ ଚରାସ୍ଥାନର ଲୋକ ଓ ତାହାଙ୍କ ହସ୍ତଗତ ମେଷ। ଆହା, ଯଦି ଆଜି ତୁମ୍ଭେମାନେ ତାହାଙ୍କ ରବ ଶୁଣନ୍ତ।
8ଯେପରି ମିରୀବାଃ ନିକଟରେ ଉତ୍ତେଜିତ ହେବା ସମୟରେ, ଯେପରି ପ୍ରାନ୍ତର ମଧ୍ୟରେ ମଃସା ନିକଟରେ ପରୀକ୍ଷା ସମୟରେ, ସେପରି ତୁମ୍ଭେମାନେ ଅନ୍ତଃକରଣ କଠିନ କର ନାହିଁ;
9ସେସମୟରେ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ଆମ୍ଭଙ୍କୁ ପରୀକ୍ଷା କଲେ, ଆମ୍ଭର ପ୍ରମାଣ ନେଲେ ଓ ଆମ୍ଭର କର୍ମ ଦେଖିଲେ।

Read ଗୀତସଂହିତା 95ଗୀତସଂହିତା 95
Compare ଗୀତସଂହିତା 95:7-9ଗୀତସଂହିତା 95:7-9