Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 95

ଗୀତସଂହିତା 95:8-10

Help us?
Click on verse(s) to share them!
8ଯେପରି ମିରୀବାଃ ନିକଟରେ ଉତ୍ତେଜିତ ହେବା ସମୟରେ, ଯେପରି ପ୍ରାନ୍ତର ମଧ୍ୟରେ ମଃସା ନିକଟରେ ପରୀକ୍ଷା ସମୟରେ, ସେପରି ତୁମ୍ଭେମାନେ ଅନ୍ତଃକରଣ କଠିନ କର ନାହିଁ;
9ସେସମୟରେ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ଆମ୍ଭଙ୍କୁ ପରୀକ୍ଷା କଲେ, ଆମ୍ଭର ପ୍ରମାଣ ନେଲେ ଓ ଆମ୍ଭର କର୍ମ ଦେଖିଲେ।
10ଆମ୍ଭେ ଚାଳିଶ ବର୍ଷଯାଏ ସେହି ବଂଶ ପ୍ରତି ବିରକ୍ତ ଥିଲୁ, ପୁଣି କହିଲୁ, ଏହି ଲୋକମାନେ ଅନ୍ତଃକରଣରେ ଭ୍ରାନ୍ତ ଓ ସେମାନେ ଆମ୍ଭର ପଥ ଜାଣି ନାହାନ୍ତି;

Read ଗୀତସଂହିତା 95ଗୀତସଂହିତା 95
Compare ଗୀତସଂହିତା 95:8-10ଗୀତସଂହିତା 95:8-10