Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 96

ଗୀତସଂହିତା 96:11-13

Help us?
Click on verse(s) to share them!
11ଆକାଶମଣ୍ଡଳ ଆନନ୍ଦିତ ହେଉ ଓ ପୃଥିବୀ ଉଲ୍ଲାସ କର; ସମୁଦ୍ର ଓ ତହିଁର ପୂର୍ଣ୍ଣତା ଗର୍ଜ୍ଜନ କରୁ;
12କ୍ଷେତ୍ର ଓ ତନ୍ମଧ୍ୟସ୍ଥସକଳ ଜୟଧ୍ୱନି କରନ୍ତୁ; ତେବେ ବନସ୍ଥ ବୃକ୍ଷସକଳ ଆନନ୍ଦରେ ଗାନ କରିବେ;
13ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରିବେ; କାରଣ ସେ ଆସୁଅଛନ୍ତି; ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ଆପଣା ସତ୍ୟତାରେ ଗୋଷ୍ଠୀବର୍ଗର ବିଚାର କରିବେ।

Read ଗୀତସଂହିତା 96ଗୀତସଂହିତା 96
Compare ଗୀତସଂହିତା 96:11-13ଗୀତସଂହିତା 96:11-13