Text copied!
Bibles in Odia

ଗୀତସଂହିତା 96:11-13 in Odia

Help us?

ଗୀତସଂହିତା 96:11-13 in ଓଡିଆ ବାଇବେଲ

11 ଆକାଶମଣ୍ଡଳ ଆନନ୍ଦିତ ହେଉ ଓ ପୃଥିବୀ ଉଲ୍ଲାସ କର; ସମୁଦ୍ର ଓ ତହିଁର ପୂର୍ଣ୍ଣତା ଗର୍ଜ୍ଜନ କରୁ;
12 କ୍ଷେତ୍ର ଓ ତନ୍ମଧ୍ୟସ୍ଥସକଳ ଜୟଧ୍ୱନି କରନ୍ତୁ; ତେବେ ବନସ୍ଥ ବୃକ୍ଷସକଳ ଆନନ୍ଦରେ ଗାନ କରିବେ;
13 ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରିବେ; କାରଣ ସେ ଆସୁଅଛନ୍ତି; ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ଆପଣା ସତ୍ୟତାରେ ଗୋଷ୍ଠୀବର୍ଗର ବିଚାର କରିବେ।
ଗୀତସଂହିତା 96 in ଓଡିଆ ବାଇବେଲ