Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 96

ଗୀତସଂହିତା 96:2-4

Help us?
Click on verse(s) to share them!
2ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରି ତାହାଙ୍କ ନାମର ଧନ୍ୟବାଦ କର; ତାହାଙ୍କ ପରିତ୍ରାଣ ଦିନକୁ ଦିନ ପ୍ରକାଶ କର।
3ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତାହାଙ୍କ ଗୌରବ, ସମସ୍ତ ଗୋଷ୍ଠୀ ମଧ୍ୟରେ ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ପ୍ରକାଶ କର।
4କାରଣ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ; ସେ ସମସ୍ତ ଦେବତା ଅପେକ୍ଷା ଭୟଯୋଗ୍ୟ।

Read ଗୀତସଂହିତା 96ଗୀତସଂହିତା 96
Compare ଗୀତସଂହିତା 96:2-4ଗୀତସଂହିତା 96:2-4