Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 96

ଗୀତସଂହିତା 96:6-9

Help us?
Click on verse(s) to share them!
6ସମ୍ଭ୍ରମ ଓ ମହିମା ତାହାଙ୍କର ସମ୍ମୁଖବର୍ତ୍ତୀ; ଶକ୍ତି ଓ ଶୋଭା ତାହାଙ୍କ ଧର୍ମଧାମରେ ବିଦ୍ୟମାନ।
7ହେ ନାନା ଦେଶୀୟ ଗୋଷ୍ଠୀବର୍ଗ, ତୁମ୍ଭେମାନେ ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କ ଗୌରବ ଓ ପରାକ୍ରମର କୀର୍ତ୍ତନ କର।
8ସଦାପ୍ରଭୁଙ୍କ ନାମର ଯଥୋଚିତ ଗୌରବ କୀର୍ତ୍ତନ କର; ନୈବେଦ୍ୟ ଆଣ ଓ ତାହାଙ୍କ ପ୍ରାଙ୍ଗଣକୁ ଆସ।
9ଆହେ, ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କର ଭଜନା କର; ସମୁଦାୟ ପୃଥିବୀ, ତାହାଙ୍କ ଛାମୁରେ କମ୍ପମାନ ହୁଅ।

Read ଗୀତସଂହିତା 96ଗୀତସଂହିତା 96
Compare ଗୀତସଂହିତା 96:6-9ଗୀତସଂହିତା 96:6-9