Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 96

ଗୀତସଂହିତା 96:7-8

Help us?
Click on verse(s) to share them!
7ହେ ନାନା ଦେଶୀୟ ଗୋଷ୍ଠୀବର୍ଗ, ତୁମ୍ଭେମାନେ ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କ ଗୌରବ ଓ ପରାକ୍ରମର କୀର୍ତ୍ତନ କର।
8ସଦାପ୍ରଭୁଙ୍କ ନାମର ଯଥୋଚିତ ଗୌରବ କୀର୍ତ୍ତନ କର; ନୈବେଦ୍ୟ ଆଣ ଓ ତାହାଙ୍କ ପ୍ରାଙ୍ଗଣକୁ ଆସ।

Read ଗୀତସଂହିତା 96ଗୀତସଂହିତା 96
Compare ଗୀତସଂହିତା 96:7-8ଗୀତସଂହିତା 96:7-8