Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 96

ଗୀତସଂହିତା 96:9-12

Help us?
Click on verse(s) to share them!
9ଆହେ, ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କର ଭଜନା କର; ସମୁଦାୟ ପୃଥିବୀ, ତାହାଙ୍କ ଛାମୁରେ କମ୍ପମାନ ହୁଅ।
10“ସଦାପ୍ରଭୁ ରାଜ୍ୟ କରନ୍ତି,” ଏହା ଗୋଷ୍ଠୀବର୍ଗ ମଧ୍ୟରେ କୁହ; ଜଗତ ହିଁ ସୁସ୍ଥିର, ତାହା ବିଚଳିତ ହୋଇ ନ ପାରେ; ସେ ଗୋଷ୍ଠୀବର୍ଗକୁ ନ୍ୟାୟରେ ବିଚାର କରିବେ।
11ଆକାଶମଣ୍ଡଳ ଆନନ୍ଦିତ ହେଉ ଓ ପୃଥିବୀ ଉଲ୍ଲାସ କର; ସମୁଦ୍ର ଓ ତହିଁର ପୂର୍ଣ୍ଣତା ଗର୍ଜ୍ଜନ କରୁ;
12କ୍ଷେତ୍ର ଓ ତନ୍ମଧ୍ୟସ୍ଥସକଳ ଜୟଧ୍ୱନି କରନ୍ତୁ; ତେବେ ବନସ୍ଥ ବୃକ୍ଷସକଳ ଆନନ୍ଦରେ ଗାନ କରିବେ;

Read ଗୀତସଂହିତା 96ଗୀତସଂହିତା 96
Compare ଗୀତସଂହିତା 96:9-12ଗୀତସଂହିତା 96:9-12