Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 97

ଗୀତସଂହିତା 97:1-2

Help us?
Click on verse(s) to share them!
1ସଦାପ୍ରଭୁ ରାଜ୍ୟ କରନ୍ତି; ପୃଥିବୀ ଉଲ୍ଲାସ କରୁ; ଦ୍ୱୀପସମୂହ ଆନନ୍ଦିତ ହେଉନ୍ତୁ।
2ମେଘମାଳ ଓ ଅନ୍ଧକାର ତାହାଙ୍କ ଚତୁର୍ଦ୍ଦିଗରେ ଥାଏ; ଧର୍ମ ଓ ବିଚାର ତାହାଙ୍କ ସିଂହାସନର ଭିତ୍ତିମୂଳ।

Read ଗୀତସଂହିତା 97ଗୀତସଂହିତା 97
Compare ଗୀତସଂହିତା 97:1-2ଗୀତସଂହିତା 97:1-2