Text copied!
Bibles in Odia

ଗୀତସଂହିତା 97:1-5 in Odia

Help us?

ଗୀତସଂହିତା 97:1-5 in ଓଡିଆ ବାଇବେଲ

1 ସଦାପ୍ରଭୁ ରାଜ୍ୟ କରନ୍ତି; ପୃଥିବୀ ଉଲ୍ଲାସ କରୁ; ଦ୍ୱୀପସମୂହ ଆନନ୍ଦିତ ହେଉନ୍ତୁ।
2 ମେଘମାଳ ଓ ଅନ୍ଧକାର ତାହାଙ୍କ ଚତୁର୍ଦ୍ଦିଗରେ ଥାଏ; ଧର୍ମ ଓ ବିଚାର ତାହାଙ୍କ ସିଂହାସନର ଭିତ୍ତିମୂଳ।
3 ତାହାଙ୍କ ସମ୍ମୁଖରେ ଅଗ୍ନି ଗମନ କରେ ଓ ତାହାଙ୍କ ଚତୁର୍ଦ୍ଦିଗସ୍ଥ ଶତ୍ରୁଗଣକୁ ଦଗ୍ଧ କରେ।
4 ତାହାଙ୍କ ବିଜୁଳି ଜଗତକୁ ଦୀପ୍ତିମାନ କଲା; ପୃଥିବୀ ଦେଖି କମ୍ପିଲା।
5 ପର୍ବତଗଣ ସଦାପ୍ରଭୁଙ୍କ ଛାମୁରେ ମହମ ପରି ତରଳି ଗଲେ, ସମୁଦାୟ ପୃଥିବୀ ପ୍ରଭୁଙ୍କ ଛାମୁରେ ତରଳି ଗଲେ।
ଗୀତସଂହିତା 97 in ଓଡିଆ ବାଇବେଲ