Text copied!
Bibles in Odia

ଗୀତସଂହିତା 97:10-12 in Odia

Help us?

ଗୀତସଂହିତା 97:10-12 in ଓଡିଆ ବାଇବେଲ

10 ହେ ସଦାପ୍ରଭୁଙ୍କ ପ୍ରେମକାରୀଗଣ, ତୁମ୍ଭେମାନେ ମନ୍ଦତା ଘୃଣା କର; ସେ ଆପଣା ସଦ୍‍ଭକ୍ତମାନଙ୍କ ପ୍ରାଣ ରକ୍ଷା କରନ୍ତି। ସେ ସେମାନଙ୍କୁ ଦୁଷ୍ଟମାନଙ୍କ ହସ୍ତରୁ ଉଦ୍ଧାର କରନ୍ତି;
11 ଧାର୍ମିକମାନଙ୍କ ପାଇଁ ଦୀପ୍ତି ଓ ସରଳମନାମାନଙ୍କ ପାଇଁ ଆନନ୍ଦ ବୁଣା ଯାଇଅଛି।
12 ହେ ଧାର୍ମିକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ଆନନ୍ଦ କର; ପୁଣି, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର।
ଗୀତସଂହିତା 97 in ଓଡିଆ ବାଇବେଲ