Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 97

ଗୀତସଂହିତା 97:2-4

Help us?
Click on verse(s) to share them!
2ମେଘମାଳ ଓ ଅନ୍ଧକାର ତାହାଙ୍କ ଚତୁର୍ଦ୍ଦିଗରେ ଥାଏ; ଧର୍ମ ଓ ବିଚାର ତାହାଙ୍କ ସିଂହାସନର ଭିତ୍ତିମୂଳ।
3ତାହାଙ୍କ ସମ୍ମୁଖରେ ଅଗ୍ନି ଗମନ କରେ ଓ ତାହାଙ୍କ ଚତୁର୍ଦ୍ଦିଗସ୍ଥ ଶତ୍ରୁଗଣକୁ ଦଗ୍ଧ କରେ।
4ତାହାଙ୍କ ବିଜୁଳି ଜଗତକୁ ଦୀପ୍ତିମାନ କଲା; ପୃଥିବୀ ଦେଖି କମ୍ପିଲା।

Read ଗୀତସଂହିତା 97ଗୀତସଂହିତା 97
Compare ଗୀତସଂହିତା 97:2-4ଗୀତସଂହିତା 97:2-4