Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 97

ଗୀତସଂହିତା 97:3-6

Help us?
Click on verse(s) to share them!
3ତାହାଙ୍କ ସମ୍ମୁଖରେ ଅଗ୍ନି ଗମନ କରେ ଓ ତାହାଙ୍କ ଚତୁର୍ଦ୍ଦିଗସ୍ଥ ଶତ୍ରୁଗଣକୁ ଦଗ୍ଧ କରେ।
4ତାହାଙ୍କ ବିଜୁଳି ଜଗତକୁ ଦୀପ୍ତିମାନ କଲା; ପୃଥିବୀ ଦେଖି କମ୍ପିଲା।
5ପର୍ବତଗଣ ସଦାପ୍ରଭୁଙ୍କ ଛାମୁରେ ମହମ ପରି ତରଳି ଗଲେ, ସମୁଦାୟ ପୃଥିବୀ ପ୍ରଭୁଙ୍କ ଛାମୁରେ ତରଳି ଗଲେ।
6ଆକାଶମଣ୍ଡଳ ତାହାଙ୍କ ଧର୍ମ ପ୍ରଚାର କରଇ ଓ ସମୁଦାୟ ଗୋଷ୍ଠୀ ତାହାଙ୍କ ମହିମା ଦେଖିଅଛନ୍ତି।

Read ଗୀତସଂହିତା 97ଗୀତସଂହିତା 97
Compare ଗୀତସଂହିତା 97:3-6ଗୀତସଂହିତା 97:3-6