Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 97

ଗୀତସଂହିତା 97:4-5

Help us?
Click on verse(s) to share them!
4ତାହାଙ୍କ ବିଜୁଳି ଜଗତକୁ ଦୀପ୍ତିମାନ କଲା; ପୃଥିବୀ ଦେଖି କମ୍ପିଲା।
5ପର୍ବତଗଣ ସଦାପ୍ରଭୁଙ୍କ ଛାମୁରେ ମହମ ପରି ତରଳି ଗଲେ, ସମୁଦାୟ ପୃଥିବୀ ପ୍ରଭୁଙ୍କ ଛାମୁରେ ତରଳି ଗଲେ।

Read ଗୀତସଂହିତା 97ଗୀତସଂହିତା 97
Compare ଗୀତସଂହିତା 97:4-5ଗୀତସଂହିତା 97:4-5