Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 97

ଗୀତସଂହିତା 97:5-6

Help us?
Click on verse(s) to share them!
5ପର୍ବତଗଣ ସଦାପ୍ରଭୁଙ୍କ ଛାମୁରେ ମହମ ପରି ତରଳି ଗଲେ, ସମୁଦାୟ ପୃଥିବୀ ପ୍ରଭୁଙ୍କ ଛାମୁରେ ତରଳି ଗଲେ।
6ଆକାଶମଣ୍ଡଳ ତାହାଙ୍କ ଧର୍ମ ପ୍ରଚାର କରଇ ଓ ସମୁଦାୟ ଗୋଷ୍ଠୀ ତାହାଙ୍କ ମହିମା ଦେଖିଅଛନ୍ତି।

Read ଗୀତସଂହିତା 97ଗୀତସଂହିତା 97
Compare ଗୀତସଂହିତା 97:5-6ଗୀତସଂହିତା 97:5-6