Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 97

ଗୀତସଂହିତା 97:7-8

Help us?
Click on verse(s) to share them!
7ଖୋଦିତ ପ୍ରତିମାଗଣର ସେବକ ସମସ୍ତେ ଓ ଦେବତାଗଣର ଦର୍ପକାରୀ ସମସ୍ତେ ଲଜ୍ଜିତ ହେଉନ୍ତୁ; ହେ ସମସ୍ତ ଦେବତାଗଣ, ତୁମ୍ଭେମାନେ ତାହାଙ୍କୁ ପ୍ରଣାମ କର।
8ହେ ସଦାପ୍ରଭୁ, ତୁମ୍ଭ ଶାସନ ବିଷୟ ସିୟୋନ ଶୁଣି ଆନନ୍ଦିତ ହେଲା ଓ ଯିହୁଦାର କନ୍ୟାଗଣ ଉଲ୍ଲସିତ ହେଲେ।

Read ଗୀତସଂହିତା 97ଗୀତସଂହିତା 97
Compare ଗୀତସଂହିତା 97:7-8ଗୀତସଂହିତା 97:7-8