Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 97

ଗୀତସଂହିତା 97:9-12

Help us?
Click on verse(s) to share them!
9କାରଣ ହେ ସଦାପ୍ରଭୁ, ତୁମ୍ଭେ ସମୁଦାୟ ପୃଥିବୀରେ ସର୍ବୋପରିସ୍ଥ; ତୁମ୍ଭେ ସକଳ ଦେବ ଉପରେ ଅତିଶୟ ଉନ୍ନତ।
10ହେ ସଦାପ୍ରଭୁଙ୍କ ପ୍ରେମକାରୀଗଣ, ତୁମ୍ଭେମାନେ ମନ୍ଦତା ଘୃଣା କର; ସେ ଆପଣା ସଦ୍‍ଭକ୍ତମାନଙ୍କ ପ୍ରାଣ ରକ୍ଷା କରନ୍ତି। ସେ ସେମାନଙ୍କୁ ଦୁଷ୍ଟମାନଙ୍କ ହସ୍ତରୁ ଉଦ୍ଧାର କରନ୍ତି;
11ଧାର୍ମିକମାନଙ୍କ ପାଇଁ ଦୀପ୍ତି ଓ ସରଳମନାମାନଙ୍କ ପାଇଁ ଆନନ୍ଦ ବୁଣା ଯାଇଅଛି।
12ହେ ଧାର୍ମିକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ଆନନ୍ଦ କର; ପୁଣି, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର।

Read ଗୀତସଂହିତା 97ଗୀତସଂହିତା 97
Compare ଗୀତସଂହିତା 97:9-12ଗୀତସଂହିତା 97:9-12