Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 98

ଗୀତସଂହିତା 98:4-8

Help us?
Click on verse(s) to share them!
4ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର; ଉଚ୍ଚ ଧ୍ୱନି କର, ଆନନ୍ଦ ଗାନ କର ଓ ପ୍ରଶଂସା ଗାନ କର।
5ବୀଣାଯନ୍ତ୍ରରେ, ବୀଣା ଓ ଏକତାନ ସ୍ୱରରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର।
6ତୂରୀ ଓ ଭେରୀ ନାଦରେ ରାଜା ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦଧ୍ୱନି କର।
7ସମୁଦ୍ର ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ଗର୍ଜ୍ଜନ କରନ୍ତୁ;
8ନଦ-ନଦୀଗଣ କରତାଳି ଦେଉନ୍ତୁ; ପର୍ବତଗଣ ଏକସଙ୍ଗେ ଆନନ୍ଦଗାନ କରନ୍ତୁ;

Read ଗୀତସଂହିତା 98ଗୀତସଂହିତା 98
Compare ଗୀତସଂହିତା 98:4-8ଗୀତସଂହିତା 98:4-8