Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 98

ଗୀତସଂହିତା 98:7-9

Help us?
Click on verse(s) to share them!
7ସମୁଦ୍ର ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ଗର୍ଜ୍ଜନ କରନ୍ତୁ;
8ନଦ-ନଦୀଗଣ କରତାଳି ଦେଉନ୍ତୁ; ପର୍ବତଗଣ ଏକସଙ୍ଗେ ଆନନ୍ଦଗାନ କରନ୍ତୁ;
9ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରନ୍ତୁ, କାରଣ ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ନ୍ୟାୟରେ ଗୋଷ୍ଠୀବର୍ଗର ବିଚାର କରିବେ।

Read ଗୀତସଂହିତା 98ଗୀତସଂହିତା 98
Compare ଗୀତସଂହିତା 98:7-9ଗୀତସଂହିତା 98:7-9