Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 99

ଗୀତସଂହିତା 99:3-5

Help us?
Click on verse(s) to share them!
3ସେମାନେ ତୁମ୍ଭ ମହତ ଓ ଭୟଙ୍କର ନାମର ପ୍ରଶଂସା କରନ୍ତୁ; ସେ ପବିତ୍ର ଅଟନ୍ତି।
4ରାଜାଙ୍କ ଶକ୍ତି ମଧ୍ୟ ବିଚାର ଭଲ ପାଏ; ତୁମ୍ଭେ ନ୍ୟାୟ ସ୍ଥିର କରୁଥାଅ, ତୁମ୍ଭେ ଯାକୁବ ମଧ୍ୟରେ ବିଚାର ଓ ନ୍ୟାୟ ସାଧନ କରୁଥାଅ।
5ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର ଓ ତାହାଙ୍କ ପାଦପୀଠରେ ପ୍ରଣାମ କର; ସେ ପବିତ୍ର ଅଟନ୍ତି।

Read ଗୀତସଂହିତା 99ଗୀତସଂହିତା 99
Compare ଗୀତସଂହିତା 99:3-5ଗୀତସଂହିତା 99:3-5