Text copied!
Bibles in Odia

ଗୀତସଂହିତା 99:3-5 in Odia

Help us?

ଗୀତସଂହିତା 99:3-5 in ଓଡିଆ ବାଇବେଲ

3 ସେମାନେ ତୁମ୍ଭ ମହତ ଓ ଭୟଙ୍କର ନାମର ପ୍ରଶଂସା କରନ୍ତୁ; ସେ ପବିତ୍ର ଅଟନ୍ତି।
4 ରାଜାଙ୍କ ଶକ୍ତି ମଧ୍ୟ ବିଚାର ଭଲ ପାଏ; ତୁମ୍ଭେ ନ୍ୟାୟ ସ୍ଥିର କରୁଥାଅ, ତୁମ୍ଭେ ଯାକୁବ ମଧ୍ୟରେ ବିଚାର ଓ ନ୍ୟାୟ ସାଧନ କରୁଥାଅ।
5 ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର ଓ ତାହାଙ୍କ ପାଦପୀଠରେ ପ୍ରଣାମ କର; ସେ ପବିତ୍ର ଅଟନ୍ତି।
ଗୀତସଂହିତା 99 in ଓଡିଆ ବାଇବେଲ