Text copied!
Bibles in Odia

ଗୀତସଂହିତା 99:6-8 in Odia

Help us?

ଗୀତସଂହିତା 99:6-8 in ଓଡିଆ ବାଇବେଲ

6 ତାହାଙ୍କ ଯାଜକଗଣ ମଧ୍ୟରେ ମୋଶା, ହାରୋଣ ଓ ତାହାଙ୍କ ନାମରେ ପ୍ରାର୍ଥନାକାରୀମାନଙ୍କ ମଧ୍ୟରେ ଶାମୁୟେଲ; ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଓ ସେ ସେମାନଙ୍କୁ ଉତ୍ତର ଦେଲେ।
7 ସେ ମେଘ ସ୍ତମ୍ଭରେ ସେମାନଙ୍କ ନିକଟରେ କଥା କହିଲେ; ସେମାନେ ତାହାଙ୍କର ସାକ୍ଷ୍ୟ ଓ ସେମାନଙ୍କୁ ଦତ୍ତ ବିଧିସବୁ ପାଳନ କଲେ।
8 ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ଉତ୍ତର ଦେଲ। ତୁମ୍ଭେ ସେମାନଙ୍କ କର୍ମର ପରିଶୋଧ ନେଲେ ହେଁ ସେମାନଙ୍କର କ୍ଷମାକାରୀ ପରମେଶ୍ୱର ହୋଇଥିଲ।
ଗୀତସଂହିତା 99 in ଓଡିଆ ବାଇବେଲ