Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 99

ଗୀତସଂହିତା 99:7-8

Help us?
Click on verse(s) to share them!
7ସେ ମେଘ ସ୍ତମ୍ଭରେ ସେମାନଙ୍କ ନିକଟରେ କଥା କହିଲେ; ସେମାନେ ତାହାଙ୍କର ସାକ୍ଷ୍ୟ ଓ ସେମାନଙ୍କୁ ଦତ୍ତ ବିଧିସବୁ ପାଳନ କଲେ।
8ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ଉତ୍ତର ଦେଲ। ତୁମ୍ଭେ ସେମାନଙ୍କ କର୍ମର ପରିଶୋଧ ନେଲେ ହେଁ ସେମାନଙ୍କର କ୍ଷମାକାରୀ ପରମେଶ୍ୱର ହୋଇଥିଲ।

Read ଗୀତସଂହିତା 99ଗୀତସଂହିତା 99
Compare ଗୀତସଂହିତା 99:7-8ଗୀତସଂହିତା 99:7-8